ରାଜ୍ୟରେ ଦେଢ କୋଟି ଟପିଲା କୋଭିଡ ଟେଷ୍ଟ, ସ୍ୱାସ୍ଥ୍ୟକର୍ମୀଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କୋରୋନା ମୁକାବିଲା କ୍ଷେତ୍ରରେ ଆଉ ଏକ ସଫଳତା । ରାଜ୍ୟରେ ଦେଢ କୋଟି ଟପିଛି କୋଭିଡ ଟେଷ୍ଟ । ଏହି ସଫଳତା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । Glad to share that #Odisha has achieved the milestone of 1.5 Cr #COVID19 tests. Appreciate all our healthcare personnel for their tireless […]

ଭୁବନେଶ୍ୱର: ରାଜ୍ୟରେ କୋରୋନା ମୁକାବିଲା କ୍ଷେତ୍ରରେ ଆଉ ଏକ ସଫଳତା । ରାଜ୍ୟରେ ଦେଢ କୋଟି ଟପିଛି କୋଭିଡ ଟେଷ୍ଟ । ଏହି ସଫଳତା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ବର୍ତମାନ ରାଜ୍ୟରେ ଦୈନିକ ୭୦ ହଜାରରୁ ଅଧିକ କୋଭିଡ୍ ଟେଷ୍ଟିଂ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୧୫ଟି ସଂକ୍ରମିତ ମାମଲା ଆସିଥିବା ବେଳେ ୨୪୦୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୧ ହଜାର ୨୮୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । କୋଭିଡରେ ୫ ହଜାର ୫୮ ଜଣ ପ୍ରାଣ ହରାଇଛନ୍ତି ।

18 Jul 2021 By The Sakala

ରାଜ୍ୟରେ ଦେଢ କୋଟି ଟପିଲା କୋଭିଡ ଟେଷ୍ଟ, ସ୍ୱାସ୍ଥ୍ୟକର୍ମୀଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୋରୋନା ମୁକାବିଲା କ୍ଷେତ୍ରରେ ଆଉ ଏକ ସଫଳତା । ରାଜ୍ୟରେ ଦେଢ କୋଟି ଟପିଛି କୋଭିଡ ଟେଷ୍ଟ । ଏହି ସଫଳତା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ବର୍ତମାନ ରାଜ୍ୟରେ ଦୈନିକ ୭୦ ହଜାରରୁ ଅଧିକ କୋଭିଡ୍ ଟେଷ୍ଟିଂ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୧୫ଟି ସଂକ୍ରମିତ ମାମଲା ଆସିଥିବା ବେଳେ ୨୪୦୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୧ ହଜାର ୨୮୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । କୋଭିଡରେ ୫ ହଜାର ୫୮ ଜଣ ପ୍ରାଣ ହରାଇଛନ୍ତି ।

https://www.thesakala.in/latest-odisha-news/milestone-of-1-5-cr-covid19-tests-in-odisha/article-3877
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର