ଜିରୋ କାଜୁଆଲଟିକୁ ଗୁରୁତ୍ବ: ବିପନ୍ନଙ୍କ ପାଇଁ କରାଯାଇଛି ଖାଦ୍ୟ, ପାନୀୟ ଜଳ ଓ ଔଷଧ ବ୍ୟବସ୍ଥା- ମନ୍ତ୍ରୀ ପ୍ରମିଳା ମଲ୍ଲିକ

The Sakala Picture
Published On

ଭୁବେନେଶ୍ବର: ବନ୍ୟା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ଯମନ୍ତ୍ରୀ କହିଥିବା ଜିରୋ କାଜୁଆଲଟିକୁ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ଆହୁରି ୩ରୁ ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ଗତକାଲି ଦୁଇଟି ଘାଇ […]

ଭୁବେନେଶ୍ବର: ବନ୍ୟା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ଯମନ୍ତ୍ରୀ କହିଥିବା ଜିରୋ କାଜୁଆଲଟିକୁ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ଆହୁରି ୩ରୁ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ  ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ଗତକାଲି ଦୁଇଟି ଘାଇ ହୋଇଥିଲା ଆଜି ଆଉ ଦୁଇଟି ଘାଇ ହୋଇଛି ମୋଟ ୪ଟି ଘାଇ ହୋଇଛି ୨୦୧୧ ପରେ ରାଜ୍ୟରେ ଏଭଳି ବନ୍ୟା ହୋଇଛି। ବର୍ତ୍ତମାନ ଘଣ୍ଟାକୁ ୧୭ହଜାର କ୍ଯୁସେକ ପାଣି ମୁଣ୍ଡଳୀରୁ ଖସୁଛି କିଛି ସମୟ ପରେ ଘଣ୍ଟାକୁ ୨୫ହଜାର କ୍ଯୁସେକକୁ ଖସିବ। ତେବେ ହୀରାକୁଦ ଡ୍ୟାମର ବନ୍ୟା ଜଳ ମୁଣ୍ଡଳୀଠାରେ କାଲି ସକାଳୁ ପହଞ୍ଚିବ ପ୍ରାୟ ରୁ ୧୦ଲକ୍ଷ କ୍ଯୁସେକ ପାଣି ପାସ କରିବ। କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ବନ୍ୟା ଦ୍ୱାର ପ୍ରଭାବିତ। ଜଗତସିଂହପୁର ପୁରୀ ଜିଲ୍ଲା ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି ଆଜି ଓଡ୍ରାଫ, NDRF, ଫାୟାର ସର୍ଭିସ ଅତିରିକ୍ତ ଟିମ ପଠାଯାଇଛି

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଆସୁଥିବା ବର୍ଷାକୁ ଦେଖି କେନ୍ଦୁଝର, ଭଦ୍ରକ ଯାଜପୁର କୁ ସତର୍କ ରହିବା ପାଇଁ କୁହାଯାଇଛି କାରଣ ବ୍ରାହ୍ମଣୀ ବୈତରଣୀ ବେଲ୍ଟ ରେ ବର୍ଷା ହେବାର ଆକଳନ କରାଯାଉଛି ସ୍ୱାସ୍ଥ୍ୟ ବିଭାଗ ସହିତ ଲଗାତାର ଭାବେ ଯୋଗାଯୋଗ ରହିଛି ପାର୍ଯ୍ୟାପ୍ତ କିଟ ପାଇଁ କୁହାଯାଇଛି ଏହା ବାଦ ଆଣ୍ଟି ଭେନମ କିଟ ଅଧିକ ମହଜୁଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ରେସକ୍ୟୁ ଅପରେସନ ଚାଲିଛି। ବନ୍ୟା ବିପନ୍ନଙ୍କୁ ରନ୍ଧ୍ୟା ଖାଦ୍ୟ ପ୍ରଦାନ କରାଯାଉଛି। ଘାଇ ଓ ଘଳିଆ ମଧ୍ୟ ମରାମତି କରାଯାଉଛି ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର