ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ବିଧାନସଭାରେ ଉଠିଲା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ: ‘ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି’

The Sakala Picture
Published On

ଭୁବନେଶ୍ୱର: ଆଜି ବିଧାନସଭାରେ ଟ୍ବିନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ ଉଠିଥିଲା। ଭୁବନେଶ୍ୱର-କଟକ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଏବେ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ଭୁବନେଶ୍ୱର କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ କରାଯାଇ ଟେଣ୍ଡର ହୋଇଥିଲା । ଏଥିରେ ୫ଟି କମ୍ପାନୀ ଭାଗ […]

ଭୁବନେଶ୍ୱର: ଆଜି ବିଧାନସଭାରେ ଟ୍ବିନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ ଉଠିଥିଲା। ଭୁବନେଶ୍ୱର-କଟକ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଏବେ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀ ଅପହରଣ ଉଦ୍ୟମ: ମୁଣ୍ଡ ଜାମିନ ରଖି ଟଙ୍କା ମାଗୁଥିଲେ, ୫ଦୁର୍ବୃତ୍ତ ଥାନାରେ ଅଟକ

pratap-jena

ଆହୁରି ପଢ଼ନ୍ତୁ: ରକ୍ତ ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ହାଣିଲେ ଦୁଇ ପୁଅ

ଭୁବନେଶ୍ୱର କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ କରାଯାଇ ଟେଣ୍ଡର ହୋଇଥିଲା । ଏଥିରେ ୫ଟି କମ୍ପାନୀ ଭାଗ ନେଇଥିଲେ । ଵାଲାଜୀ ରେଲ ଆଣ୍ଡ ରୋଡ୍‌ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା । ଖୋର୍ଦ୍ଧା ଓ ଜଟଣୀ ପର୍ଯ୍ଯନ୍ତ ମେଟ୍ରୋ ଚଳାଇବା ପାଇଁ ଆମେ ପ୍ରସ୍ତାବ ଦେଇଥିଲୁ । ପୁଣି ଥରେ ସର୍ଭେ କରିବା ପାଇଁ ଆମେ ଦାବି କରିବୁ । କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ଯନ୍ତ ମେଟ୍ରୋ ଟ୍ରେନ୍‌ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ ଦିଆଯିବ । ୨୦୪୧ ପର୍ଯ୍ଯନ୍ତ ଟୁଇନ ସିଟିରେ ମେଟ୍ରୋ ଟ୍ରେନ ଗଡ଼ିବା ଅସମ୍ଭବ । ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି । ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ ଲକ୍ଷ ୬୧ ହଜାର ଦେଇଥିବା ବେଳେ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ସେପଟେ ବିଧାନସଭାରେ ଅନ୍ୟ ସଦସ୍ୟମାନେ ପୁଣି ଏହି ସର୍ଭେ କରିବା ପାଇଁ ଦାବି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ପୁଲିସ ଏସଆଇ ପ୍ରଶ୍ନପତ୍ର ଲିକ୍ ମାମଲା: ୧୭ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

30 Mar 2021 By The Sakala

ବିଧାନସଭାରେ ଉଠିଲା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ: ‘ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି’

ଭୁବନେଶ୍ୱର: ଆଜି ବିଧାନସଭାରେ ଟ୍ବିନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ ଉଠିଥିଲା। ଭୁବନେଶ୍ୱର-କଟକ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଏବେ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

pratap-jena

ଭୁବନେଶ୍ୱର କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ କରାଯାଇ ଟେଣ୍ଡର ହୋଇଥିଲା । ଏଥିରେ ୫ଟି କମ୍ପାନୀ ଭାଗ ନେଇଥିଲେ । ଵାଲାଜୀ ରେଲ ଆଣ୍ଡ ରୋଡ୍‌ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା । ଖୋର୍ଦ୍ଧା ଓ ଜଟଣୀ ପର୍ଯ୍ଯନ୍ତ ମେଟ୍ରୋ ଚଳାଇବା ପାଇଁ ଆମେ ପ୍ରସ୍ତାବ ଦେଇଥିଲୁ । ପୁଣି ଥରେ ସର୍ଭେ କରିବା ପାଇଁ ଆମେ ଦାବି କରିବୁ । କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ଯନ୍ତ ମେଟ୍ରୋ ଟ୍ରେନ୍‌ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ ଦିଆଯିବ । ୨୦୪୧ ପର୍ଯ୍ଯନ୍ତ ଟୁଇନ ସିଟିରେ ମେଟ୍ରୋ ଟ୍ରେନ ଗଡ଼ିବା ଅସମ୍ଭବ । ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି । ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ ଲକ୍ଷ ୬୧ ହଜାର ଦେଇଥିବା ବେଳେ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ସେପଟେ ବିଧାନସଭାରେ ଅନ୍ୟ ସଦସ୍ୟମାନେ ପୁଣି ଏହି ସର୍ଭେ କରିବା ପାଇଁ ଦାବି ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର