ସାଇକେଲକୁ ଧକ୍କା ଦେଲା ଟ୍ରକ: ନାବାଳକ ମୃତ, ଘଟଣାସ୍ଥଳରେ ଉତ୍ତେଜନା

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡାରା ଛକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ନାବାଳକର ମୃତ୍ଯୁ ଘଟିଛି। ସାଇକେଲରେ ଜଣେ ନାବାଳକ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ୍ । ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ନାବାଳକର ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଟ୍ରକଟି ଫେରାର […]

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡାରା ଛକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ନାବାଳକର ମୃତ୍ଯୁ ଘଟିଛି। ସାଇକେଲରେ ଜଣେ ନାବାଳକ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ୍ । ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ନାବାଳକର ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଟ୍ରକଟି ଫେରାର ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚିଛି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

04 Apr 2023 By The Sakala

ସାଇକେଲକୁ ଧକ୍କା ଦେଲା ଟ୍ରକ: ନାବାଳକ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡାରା ଛକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ନାବାଳକର ମୃତ୍ଯୁ ଘଟିଛି। ସାଇକେଲରେ ଜଣେ ନାବାଳକ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ୍ । ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ନାବାଳକର ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଟ୍ରକଟି ଫେରାର ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚିଛି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

https://www.thesakala.in/latest-odisha-news/minor-cyclist-death-in-truck-collision/article-20436
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର