ଶୋଇଥିବାବେଳେ ବିଷାକ୍ତ ସାପ କାମୁଡ଼ାରେ ନାବାଳିକା ମୃତ

The Sakala Picture
Published On

ତେଲକୋଇ: କେନ୍ଦୁଝର ଜିଲ୍ଲାରେ ବିଷାକ୍ତ ସାପ କାମୁଡ଼ା ଜନିତ ମୃତ୍ୟୁ ବଢି ଚାଲିଛି। ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ଭାଡିମରାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀ ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ସୂଚନା ଅନୁସାରେ ସଲେଇକେନା ଗ୍ରାମର ରଞ୍ଜିତା ନାଏକ(୯) ଗତକାଲି ରାତ୍ରିରେ ପରିବାର ସହ ଖାଇ ପିଇ ଶୋଇଥିଲେ। ଶୋଇଥିବା ସମୟରେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ଏହା ଜଣାପଡ଼ିବା ପରେ ପରିବାର ପକ୍ଷରୁ ୧୦୮ ଆମ୍ବୁଲାନ୍ସ ଯୋଗେ ତେଲକୋଇ […]

ତେଲକୋଇ: କେନ୍ଦୁଝର ଜିଲ୍ଲାରେ ବିଷାକ୍ତ ସାପ କାମୁଡ଼ା ଜନିତ ମୃତ୍ୟୁ ବଢି ଚାଲିଛି। ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ଭାଡିମରାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀ ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ସୂଚନା ଅନୁସାରେ ସଲେଇକେନା ଗ୍ରାମର ରଞ୍ଜିତା ନାଏକ(୯) ଗତକାଲି ରାତ୍ରିରେ ପରିବାର ସହ ଖାଇ ପିଇ ଶୋଇଥିଲେ। ଶୋଇଥିବା ସମୟରେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ଏହା ଜଣାପଡ଼ିବା ପରେ ପରିବାର ପକ୍ଷରୁ ୧୦୮ ଆମ୍ବୁଲାନ୍ସ ଯୋଗେ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। ସେଠାରେ ନାବାଳିକାକୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଘଟଣାଟି ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର