ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ପୁରୀ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମରଣାତ୍ମକ ଆକ୍ରମଣ। ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ କରିଛି ଦୁର୍ବୁତ୍ତ । ଜଣେ ରାବିଡି ଦୋକାନୀ ଆକ୍ରମଣ କରିଥିବା ସୂଚନା । ଆକ୍ରମଣରେ ଶ୍ରୀମନ୍ଦିର ସିନିୟର ସୁପରଭାଇଜର ବକ୍ସି ରାମ ନାରାୟଣ ପ୍ରତିହାରୀ ଆହତ। ଚିକିତ୍ସା ପାଇଁ ଆହତ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସିଂହଦ୍ୱାର ଥାନା ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଲୁଡୁ ଖେଳକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଦୁଇ ଅଟକ

18 Oct 2024 By The Sakala

ପୁରୀ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମରଣାତ୍ମକ ଆକ୍ରମଣ। ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ କରିଛି ଦୁର୍ବୁତ୍ତ । ଜଣେ ରାବିଡି ଦୋକାନୀ ଆକ୍ରମଣ କରିଥିବା ସୂଚନା । ଆକ୍ରମଣରେ ଶ୍ରୀମନ୍ଦିର ସିନିୟର ସୁପରଭାଇଜର ବକ୍ସି ରାମ ନାରାୟଣ ପ୍ରତିହାରୀ ଆହତ। ଚିକିତ୍ସା ପାଇଁ ଆହତ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସିଂହଦ୍ୱାର ଥାନା ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର