ଅଶାନ୍ତ ରାଜଧାନୀ; ପୂର୍ବ ଶତ୍ରୁତାରୁ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

Madhusudan Das Picture
Published On

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା । ରକ୍ତରେ ଭିଜିଲା ଏମ୍ସ ରୋଡ୍‌ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କିଛି ସମୟ ଯାଏଁ ବିଚ୍ ରାସ୍ତାରେ ଚାଲିଥିଲା ରକ୍ତର ଖେଳ। ରାସ୍ତା ମଝିରେ ହଣାକଟା ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପିସିଆର୍ ଭ୍ୟାନ୍। ହଣାକଟାରେ ଗୁରୁତର ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ୍ ଆଧାରରେ ପୁଲିସ ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ: ଅଯୋଧ୍ୟା ରାମ ମନ୍ଦିରରେ ଭବ୍ୟ ରାମ ନବମୀ ପାଳିତ: ରାମଲଲାଙ୍କ ମସ୍ତକରେ ଶୋଭା ପାଇଲା 'ସୂର୍ଯ୍ୟ ତିଳକ'

ସୂଚନା ଅନୁସାରେ, ଆଜି ଭୋରରୁ ଖଣ୍ଡଗିରି ଯାତ୍ରା ଦେଖି ଫେରିବା ବେଳେ ପାତ୍ରପଡା ଅଞ୍ଚଳର ଚିଣ୍ଟୁ ନାମକ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି । ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଗୁରୁତର ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

31 Jan 2026 By Madhusudan Das

ଅଶାନ୍ତ ରାଜଧାନୀ; ପୂର୍ବ ଶତ୍ରୁତାରୁ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା । ରକ୍ତରେ ଭିଜିଲା ଏମ୍ସ ରୋଡ୍‌ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କିଛି ସମୟ ଯାଏଁ ବିଚ୍ ରାସ୍ତାରେ ଚାଲିଥିଲା ରକ୍ତର ଖେଳ। ରାସ୍ତା ମଝିରେ ହଣାକଟା ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପିସିଆର୍ ଭ୍ୟାନ୍। ହଣାକଟାରେ ଗୁରୁତର ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ୍ ଆଧାରରେ ପୁଲିସ ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ଆଜି ଭୋରରୁ ଖଣ୍ଡଗିରି ଯାତ୍ରା ଦେଖି ଫେରିବା ବେଳେ ପାତ୍ରପଡା ଅଞ୍ଚଳର ଚିଣ୍ଟୁ ନାମକ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି । ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଗୁରୁତର ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର