ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

Madhusudan Das Picture
Published On

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ଲିଙ୍ଗରାଜ ଥାନା ସାମନ୍ତରାପୁରରେ ଏପରି ମରଣାନ୍ତକ ଆକ୍ରମଣ ହୋଇଛି। ଖଣ୍ଡା ଚୋଟରେ ଦୀପକ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ପାରିବାରିକ କଳହରୁ ଏହି ଆକ୍ରମଣ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରୁଛି । ଘଟଣା ପଛରେ ପ୍ରକୃତ କାରଣ କ'ଣ ଏବଂ ଆକ୍ରମଣକାରୀ କିଏ, ସେନେଇ ତଦନ୍ତ ଜାରି ରଖିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ପବିତ୍ର ନବଯୌବନ ଦର୍ଶନ, ଦୀର୍ଘ ୧୪ ଦିନ ପରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଦର୍ଶନ କରିବେ ଶ୍ରଦ୍ଧାଳୁ

20 Jul 2026 By Madhusudan Das

ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ଲିଙ୍ଗରାଜ ଥାନା ସାମନ୍ତରାପୁରରେ ଏପରି ମରଣାନ୍ତକ ଆକ୍ରମଣ ହୋଇଛି। ଖଣ୍ଡା ଚୋଟରେ ଦୀପକ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ପାରିବାରିକ କଳହରୁ ଏହି ଆକ୍ରମଣ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରୁଛି । ଘଟଣା ପଛରେ ପ୍ରକୃତ କାରଣ କ'ଣ ଏବଂ ଆକ୍ରମଣକାରୀ କିଏ, ସେନେଇ ତଦନ୍ତ ଜାରି ରଖିଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର