ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେଲା ଦୁର୍ବୃତ୍ତ, ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା…

The Sakala Picture
Published On

ବଲାଙ୍ଗୀର: ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେଲା ଦୁର୍ବୃତ୍ତ। ବଲାଙ୍ଗୀର ପାଟଣାଗଡ଼ରେ ବ୍ଲକ ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୃତ୍ତ ଜାଳି ଦେଇଥିବା ଜଣାପଡିଛି।ସକାଳୁ ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳି ଦେଇଥିବା ଦେଖିବାକୁ ମିଳିଛି। ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିବା ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି।  ପାଟଣାଗଡ ସହରରେ ଅଶାନ୍ତ ପରିବେଶ ସୃଷ୍ଟି ଲାଗି ଏହା ପ୍ରୟାସ ବୋଲି ବୁଦ୍ଧିଜୀବୀ ମତ ରଖିଛନ୍ତି। ପ୍ରବାଦପୁରୁଷଙ୍କୁ ଅସମ୍ମାନ ଦେବା ଘଟଣା ସ୍ଥାନୀୟ ଲୋକଙ୍କୁ ବ୍ୟଥିତ କରିଛି ।  

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର