ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ହେଲେ ନିଖୋଜ ସମିତିସଭ୍ୟା ପ୍ରାର୍ଥୀଙ୍କ ସ୍ବାମୀ

The Sakala Picture
Published On

ଢେଙ୍କାନାଳ: ଗତ ୨ ଦିନ ହେଲା ନିଖୋଜ ହୋଇଯାଇଥିବା ସମିତିସଭ୍ୟା ପ୍ରାର୍ଥୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସାଙ୍କୁଳେଇ ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ପ୍ରାର୍ଥୀନୀଙ୍କ ସ୍ବାମୀ ଦୀପକ ଦାସଙ୍କୁ ଅଚେତ ଅବସ୍ଥାରେ ସହରର ରାମେଶ୍ବରପୁର ଓଭରବ୍ରିଜ୍ ନିକଟରୁ ଉଦ୍ଧାର କରାଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତ ୧୬ତାରିଖ ରାତିରୁ ଦୀପକ ଦାସ ନିଖୋଜ ଥିଲେ । ଦୀପକଙ୍କ ପତ୍ନୀ […]

ଢେଙ୍କାନାଳ: ଗତ ୨ ଦିନ ହେଲା ନିଖୋଜ ହୋଇଯାଇଥିବା ସମିତିସଭ୍ୟା ପ୍ରାର୍ଥୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସାଙ୍କୁଳେଇ ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ପ୍ରାର୍ଥୀନୀଙ୍କ ସ୍ବାମୀ ଦୀପକ ଦାସଙ୍କୁ ଅଚେତ ଅବସ୍ଥାରେ ସହରର ରାମେଶ୍ବରପୁର ଓଭରବ୍ରିଜ୍ ନିକଟରୁ ଉଦ୍ଧାର କରାଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତ ୧୬ତାରିଖ ରାତିରୁ ଦୀପକ ଦାସ ନିଖୋଜ ଥିଲେ । ଦୀପକଙ୍କ ପତ୍ନୀ ଶାଙ୍କୁଲେଇ ପଞ୍ଚାୟତର ସମିତିସଭ୍ୟା ପ୍ରାର୍ଥୀ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର