ରାଜ୍ୟବାସୀଙ୍କୁ କିଣିବାକୁ ପଡିବ ନାହିଁ ତ୍ରିରଙ୍ଗା: ମିଶନ ଶକ୍ତି ମା’ ମାନେ ମାଗଣାରେ ଯୋଗାଇଦେବେ ଜାତୀୟ ପତାକା

The Sakala Picture
Published On

ଭୁବନେଶ୍ୱର: ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି। ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି। ସରକାରୀ ଓ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସ୍ୱାଧୀନତାର ୭୫ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟର ମିଶନ ଶକ୍ତିର ମାଆ ମାନଙ୍କୁ ଜାତୀୟ ପତାକା ତିଆରି ଓ ବଣ୍ଟନ ଦାୟିତ୍ୱ ଦିଆଯାଇଛି। […]

ଭୁବନେଶ୍ୱର: ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି। ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି। ସରକାରୀ ଓ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସ୍ୱାଧୀନତାର ୭୫ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟର ମିଶନ ଶକ୍ତିର ମାଆ ମାନଙ୍କୁ ଜାତୀୟ ପତାକା ତିଆରି ଓ ବଣ୍ଟନ ଦାୟିତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ବୋମାମାଡ଼, ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର

ସୂଚନା ଯୋଗ୍ୟ ଯେ, ମିଶନ ଶକ୍ତିର ମାଆ ମାନେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା ଉପରେ ଜଳିଗଲା କଣ୍ଟେନର୍, ଅଳ୍ପକେ ବର୍ତ୍ତିଲେ ଚାଳକ; ରୋଷେଇରୁ ନିଆଁ ଲାଗିଥିବା ସନ୍ଦେହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର