MKCG ମେଡିକାଲ କଲେଜର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ

The Sakala Picture
Published On

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପୁଣି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ତାଙ୍କୁ ସିନିଅର ଛାତ୍ରମାନେ ରାଗିଂ କରିଥିବାର ଅଭିଯୋଗ ହୋଇଛି। ଏହି ରାଗିଂ ଘଟଣାରେ ଏମକେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାର ସୂଚନା ରହିଛି। ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ଏମକେସିଜି ମେଡିକାଲ କଲେଜର ରୁଦ୍ର ରାଉତ ନାମକ ଜଣେ ଦ୍ବିତୀୟ […]

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପୁଣି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ତାଙ୍କୁ ସିନିଅର ଛାତ୍ରମାନେ ରାଗିଂ କରିଥିବାର ଅଭିଯୋଗ ହୋଇଛି। ଏହି ରାଗିଂ ଘଟଣାରେ ଏମକେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାର ସୂଚନା ରହିଛି। ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ସୂଚନାଯୋଗ୍ୟ, କିଛି ଦିନ ତଳେ ଏମକେସିଜି ମେଡିକାଲ କଲେଜର ରୁଦ୍ର ରାଉତ ନାମକ ଜଣେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ରାଗିଂ ସହ ଆକ୍ରମଣ ହୋଇଥିଲା । ଅଭିଯୁକ୍ତ ୪ ସିନିଅର୍ ଛାତ୍ରଙ୍କୁ କ୍ୟାମ୍ପସ୍ରୁ ବ୍ୟାନ୍ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

25 Oct 2024 By The Sakala

MKCG ମେଡିକାଲ କଲେଜର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପୁଣି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ତାଙ୍କୁ ସିନିଅର ଛାତ୍ରମାନେ ରାଗିଂ କରିଥିବାର ଅଭିଯୋଗ ହୋଇଛି। ଏହି ରାଗିଂ ଘଟଣାରେ ଏମକେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାର ସୂଚନା ରହିଛି। ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, କିଛି ଦିନ ତଳେ ଏମକେସିଜି ମେଡିକାଲ କଲେଜର ରୁଦ୍ର ରାଉତ ନାମକ ଜଣେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ରାଗିଂ ସହ ଆକ୍ରମଣ ହୋଇଥିଲା । ଅଭିଯୁକ୍ତ ୪ ସିନିଅର୍ ଛାତ୍ରଙ୍କୁ କ୍ୟାମ୍ପସ୍ରୁ ବ୍ୟାନ୍ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର