ବିଧାୟକଙ୍କ ଦରମା ବୃଦ୍ଧି ନେଇ କମିଟି ଗଠନ କଲେ ବାଚସ୍ପତି

The Sakala Picture
Published On

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ କମିଟି ଗଠନ କରିଛନ୍ତି । ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଥିବାବେଳେ ଏଥିରେ କଂଗ୍ରେସ ଓ ବିଜେପିର ସଦସ୍ୟ ଅଛନ୍ତି। ଦରମା ଓ ଭତ୍ତା ବୃଦ୍ଧି ନେଇ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବ। ସୂଚନା ମୁତାବକ ଗତମାସ ୩୦ ତାରିଖରେ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିଜେପି, କଂଗ୍ରେସ […]

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ କମିଟି ଗଠନ କରିଛନ୍ତି । ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଥିବାବେଳେ ଏଥିରେ କଂଗ୍ରେସ ଓ ବିଜେପିର ସଦସ୍ୟ ଅଛନ୍ତି। ଦରମା ଓ ଭତ୍ତା ବୃଦ୍ଧି ନେଇ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବ। ସୂଚନା ମୁତାବକ ଗତମାସ ୩୦ ତାରିଖରେ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ପ୍ରସଙ୍ଗ ଉଠାଇଥିଲେ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

01 Aug 2022 By The Sakala

ବିଧାୟକଙ୍କ ଦରମା ବୃଦ୍ଧି ନେଇ କମିଟି ଗଠନ କଲେ ବାଚସ୍ପତି

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ କମିଟି ଗଠନ କରିଛନ୍ତି । ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଥିବାବେଳେ ଏଥିରେ କଂଗ୍ରେସ ଓ ବିଜେପିର ସଦସ୍ୟ ଅଛନ୍ତି। ଦରମା ଓ ଭତ୍ତା ବୃଦ୍ଧି ନେଇ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବ। ସୂଚନା ମୁତାବକ ଗତମାସ ୩୦ ତାରିଖରେ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ପ୍ରସଙ୍ଗ ଉଠାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର