ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୨ରୁ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କଟକ, ବୌଦ୍ଧ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୨ରୁ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କଟକ, ବୌଦ୍ଧ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ […]