ନବୀନଙ୍କ ସହ କଥା ହେଲେ ମୋଦୀ, ସ୍ବାସ୍ଥ୍ୟାବସ୍ଥା କଥା ପଚାରିବା ସହ ବିଶ୍ରାମ ନେବାକୁ ଦେଲେ ପରାମର୍ଶ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦୀ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦୀ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରେଳ ଧାରଣାରେ ରିଲ୍ସ ବନାଉଥିଲେ, ଟ୍ରେନ୍ ଧକ୍କାରେ ନାବାଳକଙ୍କ ଶୋଚନୀୟ ମୃତ୍ୟୁ

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ଲଜ୍ଜା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର