ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ: ମହମ୍ମଦ ମୋକିମ୍

Madhusudan Das Picture
Published On

ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍ ଙ୍କ ବଡ଼ ସୂଚନା । ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ କହିଲେ ପୂର୍ବତନ ବିଧାୟକ ମୋକିମ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ମୋକିମ୍ ଆହୁରି ବି କହିଛନ୍ତି ଯେ, 'ଆସନ୍ତା ୧୨ ତାରିଖରେ ଯୁବ ସମାବେଶରେ ଉପକୂଳ ଓଡ଼ିଶାର ଅନେକ ଯୁବ ନେତା ଏକାଠି ହେବେ। ଓଡ଼ିଶାର ଭବିଷ୍ୟତ ନେଇ ଆଲୋଚନା କରିବୁ। ପରବର୍ତ୍ତୀ ସମୟରେ ମହିଳା ସମ୍ମିଳନୀ ହେବ, ଚାଷୀଙ୍କୁ ଭେଟିବୁ। ଏଜେଣ୍ଡା ଓ ଆମ କର୍ତ୍ତବ୍ୟ କ'ଣ ହେବା ଉଚିତ୍ ପ୍ରସ୍ତୁତ କରି ସାମ୍ନାକୁ ଆସିବୁ।' 

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ରାଜ୍ୟରେ ନୂଆ ଆଞ୍ଚଳିକ ଦଳ ଗଠନ ପାଇଁ ଅଣ୍ଟା ଭିଡୁଛନ୍ତି ବରିଷ୍ଠ ନେତା ମହମ୍ମଦ ମୋକିମ। ଏଥିପାଇଁ ସେ ଦଳର ଆଭିମୁଖ୍ୟ ମଧ୍ୟ ପ୍ରସ୍ତୁତ କରିସାରିଛନ୍ତି। ପୂର୍ବରୁ ମୋକିମ କହିଥିଲେ ଯେ, ଆଗାମୀ ଦିନରେ ଜାତୀୟ ଯୁବ ଦିବସରେ ନୂଆ ଦଳର ମୂଳଦୁଆ ପଡିବ । ମାର୍ଚ୍ଚ ଶେଷ ସପ୍ତାହରେ ଏହାର ସମ୍ପୂର୍ଣ୍ଣ ପ୍ରକ୍ରିୟା ଶେଷ ହୋଇ ନୂଆ ଦଳ ଘୋଷଣା ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

10 Jan 2026 By Madhusudan Das

ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ: ମହମ୍ମଦ ମୋକିମ୍

ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍ ଙ୍କ ବଡ଼ ସୂଚନା । ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ କହିଲେ ପୂର୍ବତନ ବିଧାୟକ ମୋକିମ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ମୋକିମ୍ ଆହୁରି ବି କହିଛନ୍ତି ଯେ, 'ଆସନ୍ତା ୧୨ ତାରିଖରେ ଯୁବ ସମାବେଶରେ ଉପକୂଳ ଓଡ଼ିଶାର ଅନେକ ଯୁବ ନେତା ଏକାଠି ହେବେ। ଓଡ଼ିଶାର ଭବିଷ୍ୟତ ନେଇ ଆଲୋଚନା କରିବୁ। ପରବର୍ତ୍ତୀ ସମୟରେ ମହିଳା ସମ୍ମିଳନୀ ହେବ, ଚାଷୀଙ୍କୁ ଭେଟିବୁ। ଏଜେଣ୍ଡା ଓ ଆମ କର୍ତ୍ତବ୍ୟ କ'ଣ ହେବା ଉଚିତ୍ ପ୍ରସ୍ତୁତ କରି ସାମ୍ନାକୁ ଆସିବୁ।' 

ରାଜ୍ୟରେ ନୂଆ ଆଞ୍ଚଳିକ ଦଳ ଗଠନ ପାଇଁ ଅଣ୍ଟା ଭିଡୁଛନ୍ତି ବରିଷ୍ଠ ନେତା ମହମ୍ମଦ ମୋକିମ। ଏଥିପାଇଁ ସେ ଦଳର ଆଭିମୁଖ୍ୟ ମଧ୍ୟ ପ୍ରସ୍ତୁତ କରିସାରିଛନ୍ତି। ପୂର୍ବରୁ ମୋକିମ କହିଥିଲେ ଯେ, ଆଗାମୀ ଦିନରେ ଜାତୀୟ ଯୁବ ଦିବସରେ ନୂଆ ଦଳର ମୂଳଦୁଆ ପଡିବ । ମାର୍ଚ୍ଚ ଶେଷ ସପ୍ତାହରେ ଏହାର ସମ୍ପୂର୍ଣ୍ଣ ପ୍ରକ୍ରିୟା ଶେଷ ହୋଇ ନୂଆ ଦଳ ଘୋଷଣା ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର