ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

The Sakala Picture
Published On

ନୂଆଦିଲ୍ଲୀ: ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି । ଆଣ୍ଡାମାନ ସାଗରରେ ପାଦ ଥାପିବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ତେବେ  ୧୩ ତାରିଖ ଦିନ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବା ନେଇ ପୂର୍ବରୁ […]

ନୂଆଦିଲ୍ଲୀ: ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି । ଆଣ୍ଡାମାନ ସାଗରରେ ପାଦ ଥାପିବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଶିଳ୍ପପତି ପରିଚୟ ଦେଇ ୧.୪୭ କୋଟି ଟଙ୍କା ଠକେଇ: ଠକ ଦମ୍ପତିଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

ତେବେ  ୧୩ ତାରିଖ ଦିନ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବା ନେଇ ପୂର୍ବରୁ ଆକଳନ କରିଥିଲା ପାଣିପାଗ ବିଭାଗ । ମେ’ ୧୩ରେ ଆଣ୍ଡାମାନ ଛୁଇଁବା ପରେ ମୌସୁମୀ ୨୭ ମେ’କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଆଣ୍ଡାମାନ ଛୁଇଁବା ପରେ ଆସନ୍ତା ୨୭ରେ କେରଳ ଛୁଇଁବା ନେଇ ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଗଞ୍ଜାମରେ ବନ୍ୟାଞ୍ଚଳ ପରିଦର୍ଶନ କଲେ ନବୀନ, ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶାକୁ ନେଇ ଉଦବେଗ ପ୍ରକାଶ କରିବା ସହ ତୁରନ୍ତ ସହାୟତା ଦାବି କଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର