ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ; ଗୃହରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ

The Sakala Picture
Published On

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆସନ୍ତା ୨୫ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ  ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ଆସୀନ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ସ୍ବର୍ଗତଃ ପ୍ରସନ୍ନ କୁମାର ପଟ୍ଟନାୟକ, […]

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆସନ୍ତା ୨୫ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ  ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ଆସୀନ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ସ୍ବର୍ଗତଃ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ସଦସ୍ୟ ସ୍ବର୍ଗତଃ କରେନ୍ଦ୍ର ମାଝୀ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ନିରଞ୍ଜନ ହେମ୍ବୁ ମ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ପ୍ରଫୁଲ୍ଲ କୁମାର ଭଞ୍ଜ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ମହମ୍ମଦ ରଫିକ୍, ପୂର୍ବତନ ସଦସ୍ୟ ସ୍ବର୍ଗତଃ ଲୋକନାଥ ଶବର, ପୂର୍ବତନ ଓ.ଏ.ପି.ଏଫ/353, ଓଡ଼ିଶା ପୋଲିସ ସ୍ବର୍ଗତଃ ଲକ୍ଷ୍ମଣ ମାଝୀ, ପୂର୍ବତନ କନେଷ୍ଟବଳ/475, ଦ୍ଵିତୀୟ ଆଇ.ଆର. ବାଟାଲିଆନ, ରାୟଗଡା. ଏ ସମସ୍ତ ଦିବଂଗତଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିଥିଲ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ ଓ CPI-M ବିଧାୟକ ଲକ୍ଷ୍ମଣ ମୁଣ୍ଡା।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

18 Sep 2025 By The Sakala

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ; ଗୃହରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆସନ୍ତା ୨୫ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ  ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ଆସୀନ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ସ୍ବର୍ଗତଃ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ସଦସ୍ୟ ସ୍ବର୍ଗତଃ କରେନ୍ଦ୍ର ମାଝୀ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ନିରଞ୍ଜନ ହେମ୍ବୁ ମ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ପ୍ରଫୁଲ୍ଲ କୁମାର ଭଞ୍ଜ, ପୂର୍ବତନ ସଦସ୍ୟ ସ୍ବର୍ଗତଃ ମହମ୍ମଦ ରଫିକ୍, ପୂର୍ବତନ ସଦସ୍ୟ ସ୍ବର୍ଗତଃ ଲୋକନାଥ ଶବର, ପୂର୍ବତନ ଓ.ଏ.ପି.ଏଫ/353, ଓଡ଼ିଶା ପୋଲିସ ସ୍ବର୍ଗତଃ ଲକ୍ଷ୍ମଣ ମାଝୀ, ପୂର୍ବତନ କନେଷ୍ଟବଳ/475, ଦ୍ଵିତୀୟ ଆଇ.ଆର. ବାଟାଲିଆନ, ରାୟଗଡା. ଏ ସମସ୍ତ ଦିବଂଗତଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିଥିଲ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ ଓ CPI-M ବିଧାୟକ ଲକ୍ଷ୍ମଣ ମୁଣ୍ଡା।

https://www.thesakala.in/latest-odisha-news/monsoon-session-of-the-legislative-assembly-begins/article-42400
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର