ପାଣିପାଗ ବିଭାଗର ପୂର୍ବାନୁମାନ: ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା

The Sakala Picture
Published On

ଭୁବନେଶ୍ବର: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ ବର୍ଷା । ମୌସୁମୀ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏ ନେଇ ପ୍ରେସମିଟରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରାଯାଇଛି।  ୯୬% ରୁ ୧୦୪% ବର୍ଷା ହେଲେ ସ୍ବାଭାବିକ କୁହାଯାଏ । ପ୍ଲସ  ଓ ମଇନ୍ସ  ୫ପ୍ରତିଶତ ରହିବ। ମୌସୁମୀର ଦ୍ବିତୀୟାର୍ଦ୍ଧରେ ଏଲ୍-ନିନୋ ସମସ୍ୟା ସମ୍ଭାବନା ରହିଛି। ଏଲ୍-ନିନୋ […]

ଭୁବନେଶ୍ବର: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ ବର୍ଷା । ମୌସୁମୀ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏ ନେଇ ପ୍ରେସମିଟରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନା ଅନୁଯାୟୀ, ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରାଯାଇଛି।  ୯୬% ରୁ ୧୦୪% ବର୍ଷା ହେଲେ ସ୍ବାଭାବିକ କୁହାଯାଏ । ପ୍ଲସ  ଓ ମଇନ୍ସ  ୫ପ୍ରତିଶତ ରହିବ। ମୌସୁମୀର ଦ୍ବିତୀୟାର୍ଦ୍ଧରେ ଏଲ୍-ନିନୋ ସମସ୍ୟା ସମ୍ଭାବନା ରହିଛି। ଏଲ୍-ନିନୋ ସମ୍ଭାବନା ଥିଲେ ବି ବର୍ଷା ପରିମାଣ କମିବନି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର