ଜୁନ ୧ସୁଦ୍ଧା କେରଳ ଛୁଇଁବ ମୌସୁମୀ, ରାଜ୍ୟରେ କାଲିଠୁ ବଢିବ ତାତି

The Sakala Picture
Published On

ନୂଆଦିଲ୍ଲୀ: ଚଳିତ ବର୍ଷ ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବ। ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ। କିଛି ସ୍ଥାନରେ […]

ନୂଆଦିଲ୍ଲୀ: ଚଳିତ ବର୍ଷ ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବ। ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ। କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

27 May 2024 By The Sakala

ଜୁନ ୧ସୁଦ୍ଧା କେରଳ ଛୁଇଁବ ମୌସୁମୀ, ରାଜ୍ୟରେ କାଲିଠୁ ବଢିବ ତାତି

ନୂଆଦିଲ୍ଲୀ: ଚଳିତ ବର୍ଷ ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବ। ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ। କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର