ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନମାନଙ୍କ ପାରିଶ୍ରମିକ, ଏଣିକି ମାସକୁ ପାଇବେ ୧୫୦୦୦ ଟଙ୍କା

The Sakala Picture
Published On

ଭୁବନେଶ୍ବର: ବଢିଲା ମାଟ୍ରନଙ୍କ ପାରିଶ୍ରମିକ। ୫ ହଜାର ଟଙ୍କା ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନଙ୍କ ପାରିଶ୍ରମିକ। ସେମାନଙ୍କ ପାରିଶ୍ରମିକ ୧୦ ହଜାରରୁ ୧୫ ହଜାରକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏତଦବ୍ୟତୀତ, ଯଦି କୌଣସି […]

ଭୁବନେଶ୍ବର: ବଢିଲା ମାଟ୍ରନଙ୍କ ପାରିଶ୍ରମିକ। ୫ ହଜାର ଟଙ୍କା ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନଙ୍କ ପାରିଶ୍ରମିକ। ସେମାନଙ୍କ ପାରିଶ୍ରମିକ ୧୦ ହଜାରରୁ ୧୫ ହଜାରକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ପରିବହନ ବିଭାଗର ଅଜବ କାରନାମା: ନା ଅଛି ବାଇକ୍ ନା ଯାଇଛନ୍ତି ନୟାଗଡ଼, କଟିଲା ୫ ହଜାର ଟଙ୍କାର ଚାଲାଣ

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏତଦବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟବଶତଃ ମୃତ୍ୟୁବରଣ କରନ୍ତି, ତେବେ ତାଙ୍କ ନିକଟତମ ସମ୍ପର୍କୀୟଙ୍କୁ ଏକକାଳୀନ ଦୁଇଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସେହିପରି ୬୦ ବର୍ଷରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକକାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟସରକାର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ୍ବ ଖର୍ଚ୍ଚ କରିବେ।

ଆହୁରି ପଢ଼ନ୍ତୁ: ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା କୋର୍ଟକୁ ବୋମାମାଡ଼ ଧମକ, କୋର୍ଟ ପରିସରରେ ବମ୍‌ ଓ ଡଗ୍‌ ସ୍କ୍ୱାଡ୍‌ର ଯାଞ୍ଚ

18 Feb 2024 By The Sakala

ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନମାନଙ୍କ ପାରିଶ୍ରମିକ, ଏଣିକି ମାସକୁ ପାଇବେ ୧୫୦୦୦ ଟଙ୍କା

ଭୁବନେଶ୍ବର: ବଢିଲା ମାଟ୍ରନଙ୍କ ପାରିଶ୍ରମିକ। ୫ ହଜାର ଟଙ୍କା ବଢିଲା ଜନଜାତି ଛାତ୍ରୀନିବାସ ମାଟ୍ରନଙ୍କ ପାରିଶ୍ରମିକ। ସେମାନଙ୍କ ପାରିଶ୍ରମିକ ୧୦ ହଜାରରୁ ୧୫ ହଜାରକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏତଦବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟବଶତଃ ମୃତ୍ୟୁବରଣ କରନ୍ତି, ତେବେ ତାଙ୍କ ନିକଟତମ ସମ୍ପର୍କୀୟଙ୍କୁ ଏକକାଳୀନ ଦୁଇଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

ସେହିପରି ୬୦ ବର୍ଷରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକକାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟସରକାର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ୍ବ ଖର୍ଚ୍ଚ କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର