ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ […]

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

ଆହୁରି ପଢ଼ନ୍ତୁ: ନବୀନଙ୍କ ନେତୃତ୍ୱକୁ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କ ପ୍ରଶଂସା

13 Mar 2024 By The Sakala

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର