ଜୁନ୍ ୧୬ରୁ ଖୋଲିବ ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ

The Sakala Picture
Published On

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଜୁନ୍ ୧୬ରୁ ଖୋଲିବ। ଏନେଇ ଏଏସଆଇ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ ୧୫ ତାରିଖରୁ ରାଜ୍ୟର ପ୍ରମୁଖ ଐତିହ୍ୟସ୍ଥଳୀ ବନ୍ଦ ରହିଥିଲା । ତେବେ ଏହି ଐତିହ୍ୟସ୍ଥଳୀଗୁଡିକ ଖୋଲିଲେ ମଧ୍ୟ ରାଜ୍ୟ ସରକାରଙ୍କ ଦ୍ବାରା ଲାଗୁ କରୋନା ନିୟମାବଳୀ ପାଳନ ହେବ ।ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସଆଇ) ପକ୍ଷରୁ କୁହାଯ଼ାଇଛି ଯ଼େ […]

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଜୁନ୍ ୧୬ରୁ ଖୋଲିବ। ଏନେଇ ଏଏସଆଇ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ ୧୫ ତାରିଖରୁ ରାଜ୍ୟର ପ୍ରମୁଖ ଐତିହ୍ୟସ୍ଥଳୀ ବନ୍ଦ ରହିଥିଲା ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ତେବେ ଏହି ଐତିହ୍ୟସ୍ଥଳୀଗୁଡିକ ଖୋଲିଲେ ମଧ୍ୟ ରାଜ୍ୟ ସରକାରଙ୍କ ଦ୍ବାରା ଲାଗୁ କରୋନା ନିୟମାବଳୀ ପାଳନ ହେବ ।ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସଆଇ) ପକ୍ଷରୁ କୁହାଯ଼ାଇଛି ଯ଼େ ଆସନ୍ତା ୧୬ ତାରିଖରୁ ବିଭାଗ ଅଧିନରେ ସାରା ଦେଶରେ ଥିବା ଐତିହ୍ୟସ୍ଥଳୀ ଓ ମ୍ୟୁଜିୟମଗୁଡ଼ିକ ଖୋଲିବ । ଓଡ଼ିଶାରେ ଏସଆଇ ଦ୍ବାରା ସଂରକ୍ଷିତ ପ୍ରାୟ ୮୦ଟି ଐତିହ୍ୟସ୍ଥଳୀ ରହିଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର