ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୧୧ ଜଣ ପଜିଟିଭ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ହଜାରେ ଉପରେ ରହୁଛି । ମାତ୍ର ଗତକାଲି ଠାରୁ ଆଜି ସାମାନ୍ୟ କମିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ହଜାରେ ଉପରେ ରହୁଛି । ମାତ୍ର ଗତକାଲି ଠାରୁ ଆଜି ସାମାନ୍ୟ କମିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୯ଜଣ ଆକ୍ରାନ୍ତ ପଜିଟିଭ ବାହାରିଥିବାବେଳେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୦ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

24 Jul 2022 By The Sakala

https://www.thesakala.in/latest-odisha-news/more-1011-covid-positive-patient-detected-in-odisha-in-last-24-hours/article-13553
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର