ରାଜ୍ୟରେ ତଳମୁହାଁ ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨ ଜଣ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧୨ ଜଣ କରୋନା ପଜିଟିଭ୍ […]

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୮୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୭୮୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୨୨୮୭୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

26 Dec 2021 By The Sakala

ରାଜ୍ୟରେ ତଳମୁହାଁ ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨ ଜଣ କରୋନା ପଜିଟିଭ୍

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୮୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୭୮୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୨୨୮୭୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର