ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୮୩୩ ଜଣ କରୋନା ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ ଜଣକୁ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୮୩୩ ଜଣ କରୋନା ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୯୦ ଜଣ, କଟକରୁ ୨୪୩ ଜଣ, ପୁରୀରୁ ୧୩୯ ଜଣ, ବାଲେଶ୍ବରରୁ ୧୨୯ ଜଣ, ଯାଜପୁରରୁ ୧୧୦ ଜଣ, ଭଦ୍ରକରୁ ୮୯ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, ଅନୁଗୁଳରୁ ୭୭ ଜଣ, ଜଗତସିଂହପୁରରୁ ୬୧ ଜଣ, ମୟୂରଭଞ୍ଜରୁ ୫୯ ଜଣ,ସୁନ୍ଦରଗଡ଼ରୁ ୪୭ ଜଣ,ନୟାଗଡ଼ରୁ ୨୮ ଜଣ, କେନ୍ଦୁଝରରୁ ୨୪ ଜଣ, ସମ୍ବଲପୁରରୁ ୨୩ ଜଣ, ମାଲକାନଗିରିରୁ ୧୯ ଜଣ, ଗଜପତିରୁ ୧୬ ଜଣ, ଢ଼େଙ୍କାନାଳରୁ ୧୩ ଜଣ,ରାୟଗଡ଼ା, ବରଗଡ଼ ଓ ସୋନପୁର ଜିଲ୍ଲାରୁ ୧୦ ଜଣ ଲେଖାଏଁ , ଗଞ୍ଜାମର ଓ କୋରାପୁଟ ଜିଲ୍ଲାରୁ ୯ ଜଣ ଲେଖାଏଁ ,ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାରୁ ୮ ଜଣ ଲେଖାଏଁ, ଦେବଗଡ଼, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଳାରୁ ୬ ଜଣ ଲେଖାଏଁ, ବଲାଙ୍ଗୀରରୁ ୨ଜଣ, ଏବଂ ଷ୍ଟେଟ୍ ପୋଲ୍‌ରୁ ୯୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି ।

25 Jul 2021 By The Sakala

https://www.thesakala.in/latest-odisha-news/more-1833-corona-positive-detected-from-state-in-last-24-hours/article-4072
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର