ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୩ ଜଣ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୯୩ ଜଣ କରୋନା ପଜିଟିଭ୍ […]

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୪୪୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

19 Dec 2021 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୩ ଜଣ କରୋନା ପଜିଟିଭ୍

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୪୪୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର