ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି। ଏଥିସହ […]

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୪୭୧ କୁ ବୃଦ୍ଧି ପାଇଥିବା ବେଳେ ୧୦୩୪୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୭୪୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

14 Nov 2021 By The Sakala

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୪୭୧ କୁ ବୃଦ୍ଧି ପାଇଥିବା ବେଳେ ୧୦୩୪୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୭୪୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର