ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୩୨୭ ଜଣ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୨୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୨୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୧୦୦ କୁ ବୃଦ୍ଧି ପାଇଥିବା ବେଳେ ୧୦୨୯୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୧୨୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ, କଟକରୁ ୨୯, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୧୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୨, ପୁରୀରୁ ୬, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୪, ଷ୍ଟେଟପୁଲରୁ ୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

02 Nov 2021 By The Sakala

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୩୨୭ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୨୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୧୦୦ କୁ ବୃଦ୍ଧି ପାଇଥିବା ବେଳେ ୧୦୨୯୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୧୨୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ, କଟକରୁ ୨୯, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୧୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୨, ପୁରୀରୁ ୬, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୪, ଷ୍ଟେଟପୁଲରୁ ୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

https://www.thesakala.in/latest-odisha-news/more-327-corona-positive-detected-in-odisha-in-last-24-hours/article-6536
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର