ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୨୯ ଜଣ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସର ୬୨ ଜଣ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୯ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୧ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୬୭୩କୁ ବୃଦ୍ଧି ପାଇଥିବା ବେଳେ ୧୦୧୯୨୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୧୪୧ ଜଣ କରୋନା […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୯ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୧ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୬୭୩କୁ ବୃଦ୍ଧି ପାଇଥିବା ବେଳେ ୧୦୧୯୨୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୧୪୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ରାଜ୍ୟରୁ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି ।

ଗତ ୨୪ ଘଣ୍ଟାରେ ୫୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

12 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର