ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ ତଳକୁ ଖସୁ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ ତଳକୁ ଖସୁ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଘର ଭିତରେ ଭୟଙ୍କର ବାଣ ବିସ୍ଫୋରଣ; ବାପା ମୃତ, ପୁଅ ସମେତ ୬ ଜଣ ଗୁରୁତର

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଥିବାବେଳେ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ଯାତ୍ରୀବାହୀ ବସ୍ ଓଲଟି ୧୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର