କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ, ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୪୩୫ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

08 Aug 2021 By The Sakala

କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ, ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୪୩୫ ଜଣଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର