ଦାଉ ସାଜିଲା ବଜ୍ରପାତ: ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ, ୪ ଗୁରୁତର

The Sakala Picture
Published On

ଦେବଗଡ଼: ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ପୁଟୁରାପଶି ୟୁପି ସ୍କୁଲ ଉପରେ ବଜ୍ରପାତ । ସ୍କୁଲରେ ପାଠପଢ଼ା ଚାଲିଥିବାବେଳେ ହଠାତ ବଜ୍ରପାତ ହୋଇଥିବା ଜଣାପଡ଼ିଛି । ଏହି ବଜ୍ରପାତରେ ୪ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟା, ପୁଟୁରାପଶି ୟୁପି ସ୍କୁଲରେ ପାଠପଢ଼ା ଚାଲୁଥିବାବେଳେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶ୍ରେଣୀଗୃହରେ ମୋଟ ୧୫ ଜଣ ଛାତ୍ରଛାତ୍ରୀ ରହିଥିଲେ।  

ଦେବଗଡ଼: ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ପୁଟୁରାପଶି ୟୁପି ସ୍କୁଲ ଉପରେ ବଜ୍ରପାତ । ସ୍କୁଲରେ ପାଠପଢ଼ା ଚାଲିଥିବାବେଳେ ହଠାତ ବଜ୍ରପାତ ହୋଇଥିବା ଜଣାପଡ଼ିଛି । ଏହି ବଜ୍ରପାତରେ ୪ ଜଣ ଗୁରୁତର ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ସୂଚନା ଅନୁଯାୟା, ପୁଟୁରାପଶି ୟୁପି ସ୍କୁଲରେ ପାଠପଢ଼ା ଚାଲୁଥିବାବେଳେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶ୍ରେଣୀଗୃହରେ ମୋଟ ୧୫ ଜଣ ଛାତ୍ରଛାତ୍ରୀ ରହିଥିଲେ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

 

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର