By
The Sakala
ଦେବଗଡ଼: ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ପୁଟୁରାପଶି ୟୁପି ସ୍କୁଲ ଉପରେ ବଜ୍ରପାତ । ସ୍କୁଲରେ ପାଠପଢ଼ା ଚାଲିଥିବାବେଳେ ହଠାତ ବଜ୍ରପାତ ହୋଇଥିବା ଜଣାପଡ଼ିଛି । ଏହି ବଜ୍ରପାତରେ ୪ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟା, ପୁଟୁରାପଶି ୟୁପି ସ୍କୁଲରେ ପାଠପଢ଼ା ଚାଲୁଥିବାବେଳେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶ୍ରେଣୀଗୃହରେ ମୋଟ ୧୫ ଜଣ ଛାତ୍ରଛାତ୍ରୀ ରହିଥିଲେ।
ଦେବଗଡ଼: ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ପୁଟୁରାପଶି ୟୁପି ସ୍କୁଲ ଉପରେ ବଜ୍ରପାତ । ସ୍କୁଲରେ ପାଠପଢ଼ା ଚାଲିଥିବାବେଳେ ହଠାତ ବଜ୍ରପାତ ହୋଇଥିବା ଜଣାପଡ଼ିଛି । ଏହି ବଜ୍ରପାତରେ ୪ ଜଣ ଗୁରୁତର ହୋଇଛନ୍ତି ।
ସୂଚନା ଅନୁଯାୟା, ପୁଟୁରାପଶି ୟୁପି ସ୍କୁଲରେ ପାଠପଢ଼ା ଚାଲୁଥିବାବେଳେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶ୍ରେଣୀଗୃହରେ ମୋଟ ୧୫ ଜଣ ଛାତ୍ରଛାତ୍ରୀ ରହିଥିଲେ।
About The Author: The Sakala