ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଟ୍ରକରୁ ୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ଚାଳକ ଫେରାର

The Sakala Picture
Published On

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ନଳିନୀ ଛକ ନିକଟରେ ଏକ ଟ୍ରକ ଉପରେ ଚଢାଉ କରି ସୋନପୁର ଥାନା ପୁଲିସ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ମନମୁଣ୍ଡା ପଟରୁ ସିଜି- ୧୦ ସି ୯୭୬୦ ନମ୍ବର ବିଶିଷ୍ଟ ଏକ ବଡ଼ ଟ୍ରକରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ସୋନପୁର ପୁଲିସ ଗାଡିକୁ ନଳିନୀ ଛକ ନିକଟରୁ କାବୁ […]

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ନଳିନୀ ଛକ ନିକଟରେ ଏକ ଟ୍ରକ ଉପରେ ଚଢାଉ କରି ସୋନପୁର ଥାନା ପୁଲିସ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ମନମୁଣ୍ଡା ପଟରୁ ସିଜି- ୧୦ ସି ୯୭୬୦ ନମ୍ବର ବିଶିଷ୍ଟ ଏକ ବଡ଼ ଟ୍ରକରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ସୋନପୁର ପୁଲିସ ଗାଡିକୁ ନଳିନୀ ଛକ ନିକଟରୁ କାବୁ କରିଥିଲା । ଗାଡ଼ି ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିବା ଜଣା ପଡ଼ିଛି । ସୋନପୁର ପୁଲିସ ଓ ମାଜିଷ୍ଟେଟଙ୍କ ଉପସ୍ଥିତରେ ଗାଡ଼ିରେ ଥିବା ପ୍ରାୟ ୨ କ୍ୟୁଇଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରାଯାଇଛି । ଫେରାର ଗାଡି ଡ୍ରାଇଭରକୁ ଖୋଜିବା ସହ ଅଧିକ ତଦନ୍ତ ଜାରି ରଖିଛି ପୁଲିସ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

14 Jul 2021 By The Sakala

ଟ୍ରକରୁ ୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ଚାଳକ ଫେରାର

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ନଳିନୀ ଛକ ନିକଟରେ ଏକ ଟ୍ରକ ଉପରେ ଚଢାଉ କରି ସୋନପୁର ଥାନା ପୁଲିସ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ମନମୁଣ୍ଡା ପଟରୁ ସିଜି- ୧୦ ସି ୯୭୬୦ ନମ୍ବର ବିଶିଷ୍ଟ ଏକ ବଡ଼ ଟ୍ରକରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ସୋନପୁର ପୁଲିସ ଗାଡିକୁ ନଳିନୀ ଛକ ନିକଟରୁ କାବୁ କରିଥିଲା । ଗାଡ଼ି ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିବା ଜଣା ପଡ଼ିଛି । ସୋନପୁର ପୁଲିସ ଓ ମାଜିଷ୍ଟେଟଙ୍କ ଉପସ୍ଥିତରେ ଗାଡ଼ିରେ ଥିବା ପ୍ରାୟ ୨ କ୍ୟୁଇଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରାଯାଇଛି । ଫେରାର ଗାଡି ଡ୍ରାଇଭରକୁ ଖୋଜିବା ସହ ଅଧିକ ତଦନ୍ତ ଜାରି ରଖିଛି ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର