ରାଜ୍ୟରେ ୨ ହଜାରରୁ ଉର୍ଦ୍ଧ୍ବ ଲୋକ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ସେ କହିଛନ୍ତି, ଏବେ ସୁଦ୍ଧା ସ୍କ୍ରବ୍ ଟାଇଫସ୍‌ରେ ୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି । କେନ୍ଦ୍ରୀୟ ଟିମ୍ ଓଡିଶା ଗସ୍ତରେ ଆସି ୪ଟି ଜିଲ୍ଲାରେ ଅନୁଧ୍ୟାନ କରି ଫେରିଛନ୍ତି । ଓଡିଶା ସରକାରଙ୍କ ପଦକ୍ଷେପରେ ସନ୍ତୋଷ ପ୍ରକାଶ କରିଛନ୍ତି । ସ୍କ୍ରବ୍ ଟାଇଫସ୍ ହେଲେ ଜ୍ୱର ହେବା […]

ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ସେ କହିଛନ୍ତି, ଏବେ ସୁଦ୍ଧା ସ୍କ୍ରବ୍ ଟାଇଫସ୍‌ରେ ୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି । କେନ୍ଦ୍ରୀୟ ଟିମ୍ ଓଡିଶା ଗସ୍ତରେ ଆସି ୪ଟି ଜିଲ୍ଲାରେ ଅନୁଧ୍ୟାନ କରି ଫେରିଛନ୍ତି । ଓଡିଶା ସରକାରଙ୍କ ପଦକ୍ଷେପରେ ସନ୍ତୋଷ ପ୍ରକାଶ କରିଛନ୍ତି । ସ୍କ୍ରବ୍ ଟାଇଫସ୍ ହେଲେ ଜ୍ୱର ହେବା ସହ ପୋକ କାମୁଡିଥିବା ସ୍ଥାନରେ ଘା’ ସୃଷ୍ଟି ହୋଇଥାଏ । ଏଥିପାଇଁ କେଉଁ ମେଡିସିନ ରୋଗୀଙ୍କୁ ଦିଆଯିବ ତାହା ମଧ୍ୟ ନିର୍ଦ୍ଧାରିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୮ ନମୁନା ପରୀକ୍ଷାରୁ ୨୫ଜଣଙ୍କ ପଜିଟିଭ ରିପୋର୍ଟ ଆସିଛି। ଏଥିସହ କେବଳ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ କୁ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

06 Oct 2023 By The Sakala

ରାଜ୍ୟରେ ୨ ହଜାରରୁ ଉର୍ଦ୍ଧ୍ବ ଲୋକ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ସେ କହିଛନ୍ତି, ଏବେ ସୁଦ୍ଧା ସ୍କ୍ରବ୍ ଟାଇଫସ୍‌ରେ ୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି । କେନ୍ଦ୍ରୀୟ ଟିମ୍ ଓଡିଶା ଗସ୍ତରେ ଆସି ୪ଟି ଜିଲ୍ଲାରେ ଅନୁଧ୍ୟାନ କରି ଫେରିଛନ୍ତି । ଓଡିଶା ସରକାରଙ୍କ ପଦକ୍ଷେପରେ ସନ୍ତୋଷ ପ୍ରକାଶ କରିଛନ୍ତି । ସ୍କ୍ରବ୍ ଟାଇଫସ୍ ହେଲେ ଜ୍ୱର ହେବା ସହ ପୋକ କାମୁଡିଥିବା ସ୍ଥାନରେ ଘା’ ସୃଷ୍ଟି ହୋଇଥାଏ । ଏଥିପାଇଁ କେଉଁ ମେଡିସିନ ରୋଗୀଙ୍କୁ ଦିଆଯିବ ତାହା ମଧ୍ୟ ନିର୍ଦ୍ଧାରିତ କରାଯାଇଛି ।

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୮ ନମୁନା ପରୀକ୍ଷାରୁ ୨୫ଜଣଙ୍କ ପଜିଟିଭ ରିପୋର୍ଟ ଆସିଛି। ଏଥିସହ କେବଳ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ କୁ ବୃଦ୍ଧି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର