ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଏଣିକି ରାଜ୍ଯରେ ସକାଳୁଆ ସ୍କୁଲ

The Sakala Picture
Published On

ଭୁବନେଶ୍ବର: ଏପର୍ଯ୍ୟନ୍ତ ଫେବୃଆରୀ ମାସ ଶେଷ ହୋଇ ନାହିଁ। କିନ୍ତୁ ଖରା ତାତିରେ କାନମୁଣ୍ଡ ଝାଇଁ ଝାଇଁ ହୋଇଯାଉଛି।  ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ପାରଦ ବଢ଼ି ଚାଲିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ […]

ଭୁବନେଶ୍ବର: ଏପର୍ଯ୍ୟନ୍ତ ଫେବୃଆରୀ ମାସ ଶେଷ ହୋଇ ନାହିଁ। କିନ୍ତୁ ଖରା ତାତିରେ କାନମୁଣ୍ଡ ଝାଇଁ ଝାଇଁ ହୋଇଯାଉଛି।  ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ପାରଦ ବଢ଼ି ଚାଲିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି କରିଥିବା ଜଣାପଡ଼ିଛି।ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ଯପକ୍ଷରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବା ପାଇଁ  ସ୍ୱତନ୍ତ୍ର ରିଲିଫ୍‍ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

26 Feb 2021 By The Sakala

ଏଣିକି ରାଜ୍ଯରେ ସକାଳୁଆ ସ୍କୁଲ

ଭୁବନେଶ୍ବର: ଏପର୍ଯ୍ୟନ୍ତ ଫେବୃଆରୀ ମାସ ଶେଷ ହୋଇ ନାହିଁ। କିନ୍ତୁ ଖରା ତାତିରେ କାନମୁଣ୍ଡ ଝାଇଁ ଝାଇଁ ହୋଇଯାଉଛି।  ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ପାରଦ ବଢ଼ି ଚାଲିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି କରିଥିବା ଜଣାପଡ଼ିଛି।ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ଯପକ୍ଷରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବା ପାଇଁ  ସ୍ୱତନ୍ତ୍ର ରିଲିଫ୍‍ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର