ଏପ୍ରିଲ ୨ରୁ ସକାଳୁଆ ସ୍କୁଲ: ସକାଳ ୭ଟାରୁ ୧୧ଟା ୩୦ ଯାଏଁ ହେବ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି।  ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି।  ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ରାତି ଅଧରେ ଲକ୍ଷ୍ମୀସାଗରରେ ବୁଲିଲା ଖଣ୍ଡା, ଦୋକାନୀଙ୍କୁ ହାଣିଲେ ଦୁର୍ବୃତ୍ତ

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବର୍ତ୍ତମାନ ବନ୍ୟା ଆଶଙ୍କା ନାହିଁ: ହୀରାକୁଦକୁ ଆସୁଥିବା ବନ୍ୟାଜଳ ଉପରେ ଜଳସମ୍ପଦ ବିଭାଗର ନଜର

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କହୁଯାଇଛି ଯେ, ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

ଆହୁରି ପଢ଼ନ୍ତୁ: ଡିଜିପିଙ୍କ ରଥଯାତ୍ରା ସମୀକ୍ଷା: ପୁରୀରେ ସୁରକ୍ଷା ପାଇଁ ରାଜ୍ୟ ପୋଲିସ ସହ ମୁତୟନ ହେବେ ୧୫ କମ୍ପାନୀ କେନ୍ଦ୍ରୀୟ ଫୋର୍ସ

30 Mar 2024 By The Sakala

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ: ସକାଳ ୭ଟାରୁ ୧୧ଟା ୩୦ ଯାଏଁ ହେବ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି।  ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କହୁଯାଇଛି ଯେ, ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର