ପାରିବାରିକ କଳହର କରୁଣ ପରିଣତି; ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୁ

The Sakala Picture
Published On

ଚଣ୍ଡିଖୋଲ: ପାରିବାରିକ କଳହକୁ ନେଇ ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗାଁରେ । ଦୀର୍ଘ ଦିନ ଧରି ଶାଶୂ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା ବୋଲି ଜଣାପଡିଛି । ମୃତ ବୋହୂ ଶାନ୍ତିଲତା ୧୦ ବର୍ଷ ତଳେ ବଡ଼ଚଣା ଥାନା ଅଧୀନ ହରିଚନ୍ଦନପୁର ଗାଁର ତରୁ ଦାସଙ୍କୁ ବିବାହ କରିଥିଲେ । ସୂଚନା ଅନୁସାରେ, […]

ଚଣ୍ଡିଖୋଲ: ପାରିବାରିକ କଳହକୁ ନେଇ ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗାଁରେ । ଦୀର୍ଘ ଦିନ ଧରି ଶାଶୂ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା ବୋଲି ଜଣାପଡିଛି । ମୃତ ବୋହୂ ଶାନ୍ତିଲତା ୧୦ ବର୍ଷ ତଳେ ବଡ଼ଚଣା ଥାନା ଅଧୀନ ହରିଚନ୍ଦନପୁର ଗାଁର ତରୁ ଦାସଙ୍କୁ ବିବାହ କରିଥିଲେ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ସୂଚନା ଅନୁସାରେ, ଗତ ଶନିବାର ଦିନ ଶାଶୂ ଓ ବୋହୂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏଥିରେ ରାଗି ଯାଇ ଶାଶୂ, ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ । ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ କଟକ ସ୍ଥାନାନ୍ତର କରାଯାଇଥିଲା ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଶାନ୍ତିଲଙ୍କା ବାପାଘର ଲୋକ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ, ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

17 Oct 2021 By The Sakala

ପାରିବାରିକ କଳହର କରୁଣ ପରିଣତି; ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୁ

ଚଣ୍ଡିଖୋଲ: ପାରିବାରିକ କଳହକୁ ନେଇ ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗାଁରେ । ଦୀର୍ଘ ଦିନ ଧରି ଶାଶୂ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା ବୋଲି ଜଣାପଡିଛି । ମୃତ ବୋହୂ ଶାନ୍ତିଲତା ୧୦ ବର୍ଷ ତଳେ ବଡ଼ଚଣା ଥାନା ଅଧୀନ ହରିଚନ୍ଦନପୁର ଗାଁର ତରୁ ଦାସଙ୍କୁ ବିବାହ କରିଥିଲେ ।

ସୂଚନା ଅନୁସାରେ, ଗତ ଶନିବାର ଦିନ ଶାଶୂ ଓ ବୋହୂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏଥିରେ ରାଗି ଯାଇ ଶାଶୂ, ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ । ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ କଟକ ସ୍ଥାନାନ୍ତର କରାଯାଇଥିଲା ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଶାନ୍ତିଲଙ୍କା ବାପାଘର ଲୋକ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ, ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର