ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ବ ଦେଲା ବିଜେଡ଼ି

ଭୁବନେଶ୍ବର: ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂଆ ଦାୟିତ୍ବ । ବିଜେଡି ଉପସଭାପତି ଭାବେ ନିଯୁକ୍ତ କରାଯାଇଥିବା ବେଳେ ବିଜେଡି ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ନୂଆ ନିଯୁକ୍ତି ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ।

About The Author: The Sakala