ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବର୍ଦ୍ଧିତ କଲେ ଟାଙ୍ଗୀ ବ୍ଲକ ସାମ୍ବାଦିକ ଓ ହକର ସଙ୍ଘ

The Sakala Picture
Published On

ଟାଙ୍ଗୀ: ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ଓ ହକର ସଙ୍ଘ ପକ୍ଷରୁ ଭବ୍ଯ ସ୍ବାଗତ କରାଯାଇଥିଲା । ସାମ୍ବାଦିକମାନେ ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ପାଛୋଟି ନେଇଥିଲେ । ଟାଙ୍ଗୀ ବନ ବିଭାଗ ଡାକ ବଙ୍ଗଳା ପରିସରରେ ସାମ୍ବାଦିକ ସଂଘ ପକ୍ଷରୁ ଉତ୍ତରୀୟ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହା ସହ ଟାଙ୍ଗୀ ସରପଞ୍ଚ କିଶୋର କୁମାର ବେହେରା ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ସମ୍ବର୍ଦ୍ଧିତ କରିଥିଲ […]

ଟାଙ୍ଗୀ: ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ଓ ହକର ସଙ୍ଘ ପକ୍ଷରୁ ଭବ୍ଯ ସ୍ବାଗତ କରାଯାଇଥିଲା । ସାମ୍ବାଦିକମାନେ ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ପାଛୋଟି ନେଇଥିଲେ । ଟାଙ୍ଗୀ ବନ ବିଭାଗ ଡାକ ବଙ୍ଗଳା ପରିସରରେ ସାମ୍ବାଦିକ ସଂଘ ପକ୍ଷରୁ ଉତ୍ତରୀୟ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହା ସହ ଟାଙ୍ଗୀ ସରପଞ୍ଚ କିଶୋର କୁମାର ବେହେରା ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ସମ୍ବର୍ଦ୍ଧିତ କରିଥିଲ । ଏହି କାର୍ଯ୍ଯକ୍ରମରେ ସାମ୍ଵାଦିକ ସଂଘର ସଭାପତି ପଦ୍ମନାଭ ବିଶ୍ୱାଳ, ଉପ ସଭାପତି ମନୋଜ କୁମାର ନାଇଡୁ, ସଂପାଦକ ମନୋଜ କୁମାର ପଟ୍ଟନାୟକ, ଉପଦେଷ୍ଟା ପ୍ରଦୋଷ କୁମାର ଦାସ, ପ୍ରବକ୍ତା ସରୋଜ କୁମାର ପାଇକରାୟ, ପ୍ରମୁଖ ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଗେରୁଆ ଗାମୁଛା ପକାଇଲେ ରାସନ୍‌ କାର୍ଡରେ ଯୋଡ଼ା ଯାଉଛି ନାମ: ବିରୋଧୀ

08 Jun 2022 By The Sakala

ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବର୍ଦ୍ଧିତ କଲେ ଟାଙ୍ଗୀ ବ୍ଲକ ସାମ୍ବାଦିକ ଓ ହକର ସଙ୍ଘ

ଟାଙ୍ଗୀ: ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ଓ ହକର ସଙ୍ଘ ପକ୍ଷରୁ ଭବ୍ଯ ସ୍ବାଗତ କରାଯାଇଥିଲା । ସାମ୍ବାଦିକମାନେ ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ପାଛୋଟି ନେଇଥିଲେ । ଟାଙ୍ଗୀ ବନ ବିଭାଗ ଡାକ ବଙ୍ଗଳା ପରିସରରେ ସାମ୍ବାଦିକ ସଂଘ ପକ୍ଷରୁ ଉତ୍ତରୀୟ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହା ସହ ଟାଙ୍ଗୀ ସରପଞ୍ଚ କିଶୋର କୁମାର ବେହେରା ପୁଷ୍ପଗୁଚ୍ଛ ଦେଇ ସାଂସଦଙ୍କୁ ସମ୍ବର୍ଦ୍ଧିତ କରିଥିଲ । ଏହି କାର୍ଯ୍ଯକ୍ରମରେ ସାମ୍ଵାଦିକ ସଂଘର ସଭାପତି ପଦ୍ମନାଭ ବିଶ୍ୱାଳ, ଉପ ସଭାପତି ମନୋଜ କୁମାର ନାଇଡୁ, ସଂପାଦକ ମନୋଜ କୁମାର ପଟ୍ଟନାୟକ, ଉପଦେଷ୍ଟା ପ୍ରଦୋଷ କୁମାର ଦାସ, ପ୍ରବକ୍ତା ସରୋଜ କୁମାର ପାଇକରାୟ, ପ୍ରମୁଖ ସାମିଲ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର