ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ  ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ୧୦୫ଟି ଓ୍ବାର୍ଡର ସୀମାର ପୁନଃନିର୍ଦ୍ଧାରଣ  ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୧୨ ତାରିଖ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ସରିବ। ୧୦୫ଟି ପୌରପାଳିକା ମଧ୍ୟରୁ ୧୦୧ଟି ୱାର୍ଡର କାର୍ଯ୍ଯକାଳ ସରିଛି । ନବଗଠିତ ୪ଟି ଏନଏସି ଗଠନକୁ ୬ମାସ ପୂରିଯାଇଛି । ସଂରକ୍ଷଣ ଆଧାରରେ […]

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ  ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ୧୦୫ଟି ଓ୍ବାର୍ଡର ସୀମାର ପୁନଃନିର୍ଦ୍ଧାରଣ  ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୧୨ ତାରିଖ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ସରିବ। ୧୦୫ଟି ପୌରପାଳିକା ମଧ୍ୟରୁ ୧୦୧ଟି ୱାର୍ଡର କାର୍ଯ୍ଯକାଳ ସରିଛି ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ନବଗଠିତ ୪ଟି ଏନଏସି ଗଠନକୁ ୬ମାସ ପୂରିଯାଇଛି । ସଂରକ୍ଷଣ ଆଧାରରେ ହେବ ସୀମା ପୁନଃନିର୍ଦ୍ଧାରଣ । ନଭେମ୍ବର ୧୧ ତାରିଖରେ ପ୍ରକାଶ ପାଇବ ଚିଠା ତାଲିକା । ୧୮ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଦାଖଲ ହେବ ଆପତ୍ତି ଅଭିଯୋଗ । ୨୯ ତାରିଖରେ ପ୍ରକାଶ ପାଇବ ଚୁଡାନ୍ତ ସୀମା ପୁନଃନିର୍ଦ୍ଧାରଣ ତାଲିକା । ଡିସେମ୍ବର ୧୨ ତାରିଖ ସୁଦ୍ଧା ତାଲିକା ନେଇ ହୋଇପାରିବ ଅପିଲ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

25 Oct 2021 By The Sakala

ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ  ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ୧୦୫ଟି ଓ୍ବାର୍ଡର ସୀମାର ପୁନଃନିର୍ଦ୍ଧାରଣ  ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୧୨ ତାରିଖ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ସରିବ। ୧୦୫ଟି ପୌରପାଳିକା ମଧ୍ୟରୁ ୧୦୧ଟି ୱାର୍ଡର କାର୍ଯ୍ଯକାଳ ସରିଛି ।

ନବଗଠିତ ୪ଟି ଏନଏସି ଗଠନକୁ ୬ମାସ ପୂରିଯାଇଛି । ସଂରକ୍ଷଣ ଆଧାରରେ ହେବ ସୀମା ପୁନଃନିର୍ଦ୍ଧାରଣ । ନଭେମ୍ବର ୧୧ ତାରିଖରେ ପ୍ରକାଶ ପାଇବ ଚିଠା ତାଲିକା । ୧୮ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଦାଖଲ ହେବ ଆପତ୍ତି ଅଭିଯୋଗ । ୨୯ ତାରିଖରେ ପ୍ରକାଶ ପାଇବ ଚୁଡାନ୍ତ ସୀମା ପୁନଃନିର୍ଦ୍ଧାରଣ ତାଲିକା । ଡିସେମ୍ବର ୧୨ ତାରିଖ ସୁଦ୍ଧା ତାଲିକା ନେଇ ହୋଇପାରିବ ଅପିଲ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର