ପୌର ନିର୍ବାଚନରୁ ହଟିଲା କୋଭିଡ କଟକଣା, ଏଣିକି ଜମିବ ପ୍ରଚାର

The Sakala Picture
Published On

ଭୁବନେଶ୍ବର: ଏଣିକି ଜମିବ ପୌର ନିର୍ବାଚନ ପ୍ରଚାର। ବିନା କୋଭିଡ କଟକଣାରେ ପୌର ନିର୍ବାଚନ ପ୍ରଚାର ହୋଇପାରିବ। ଏନେଇ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ସେ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ,ରାଜ୍ୟରେ କୋଭିଡ ପଜିଟିଭିଟି ହାର ହ୍ରାସ ପାଇଥିବାରୁ ପୌର ନିର୍ବାଚନ ପ୍ରଚାରରେ କୌଣସ କରୋନା କଟକଣା ନାହିଁ। ସାଧାରଣ ଭାବେ ଯେମିତି ପ୍ରଚାର କରାଯାଏ, ସେମିତି ପ୍ରଚାର କରାଯାଇପାରିବ। ତେବେ ଯଦି ଆଗକୁ ରାଜ୍ୟରେ କରୋନା ସଂକ୍ରମଣ ବଢ଼େ, […]

ଭୁବନେଶ୍ବର: ଏଣିକି ଜମିବ ପୌର ନିର୍ବାଚନ ପ୍ରଚାର। ବିନା କୋଭିଡ କଟକଣାରେ ପୌର ନିର୍ବାଚନ ପ୍ରଚାର ହୋଇପାରିବ। ଏନେଇ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ସେ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ,ରାଜ୍ୟରେ କୋଭିଡ ପଜିଟିଭିଟି ହାର ହ୍ରାସ ପାଇଥିବାରୁ ପୌର ନିର୍ବାଚନ ପ୍ରଚାରରେ କୌଣସ କରୋନା କଟକଣା ନାହିଁ। ସାଧାରଣ ଭାବେ ଯେମିତି ପ୍ରଚାର କରାଯାଏ, ସେମିତି ପ୍ରଚାର କରାଯାଇପାରିବ। ତେବେ ଯଦି ଆଗକୁ ରାଜ୍ୟରେ କରୋନା ସଂକ୍ରମଣ ବଢ଼େ, ତେବେ ପୁଣି କଟକଣା ଲାଗୁ କରାଯିବ। ପ୍ରତି ପୋଲିଂ ଟିମରେ ଜଣେ ପ୍ରିଜାଇଡିଂ ଅଫିସର ଓ ୪ ପୋଲିଂ ଅଫିସର ରହିବେ। ପୋଲିଂ କର୍ମଚାରୀ ଚାହିଁଲେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରି ପାରିବେ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର