ବସ ମାଲିକଙ୍କ ପାଇଁ ଖୁସି ଖବର, ତିନି ମାସର ଟିକସ ଛାଡ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ବସ ମାଲିକଙ୍କ ଦୁଃଖ ଶୁଣିଲେ ରାଜ୍ୟ ସରକାର । ରାଜ୍ୟର ସମସ୍ତ ବସ ଉପରୁ ତିନି ମାସର ଟିକସ ଛାଡ କଲେ ସରକାର । କରୋନା ସମୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିବାବେଳେ ମାଲିକମାନେ ଟିକସ ଦେବାରେ ଅସମର୍ଥ ନେଇ ସରକାରଙ୍କ ନିକଟରେ ଦାବି ରଖିଥିଲେ । ମହାମାରୀ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ବସ୍‌ ଉପରୁ ଛାଡ଼ ହୋଇଛି ୩ମାସର ପରିବହନ ଟିକସ। […]

ଭୁବନେଶ୍ୱର: ବସ ମାଲିକଙ୍କ ଦୁଃଖ ଶୁଣିଲେ ରାଜ୍ୟ ସରକାର । ରାଜ୍ୟର ସମସ୍ତ ବସ ଉପରୁ ତିନି ମାସର ଟିକସ ଛାଡ କଲେ ସରକାର । କରୋନା ସମୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିବାବେଳେ ମାଲିକମାନେ ଟିକସ ଦେବାରେ ଅସମର୍ଥ ନେଇ ସରକାରଙ୍କ ନିକଟରେ ଦାବି ରଖିଥିଲେ । ମହାମାରୀ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ବସ୍‌ ଉପରୁ ଛାଡ଼ ହୋଇଛି ୩ମାସର ପରିବହନ ଟିକସ।

ଆହୁରି ପଢ଼ନ୍ତୁ: ଏସଆଇଆର ଆପତ୍ତି ଅବଧି ବୃଦ୍ଧି ଲାଗି ବିଜେଡିର ଦାବି: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ବିଜେଡି ପ୍ରତିନିଧି

କରୋନା ଦ୍ବିତୀୟ ଲହରରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ ପାଇଁ ବସ୍‌ ଚଳାଚଳରେ ସମସ୍ୟା ହେଉଥିଲା। ଫଳରେ କ୍ଷତି ସହିଥିଲେ ବସ ମାଲିକ । ତେଣୁ ଏପ୍ରିଲ, ମେ ଓ ଜୁନ ମାସ ଟିକସ ଛାଡ଼ କରିଛନ୍ତି ରାଜ୍ୟ ସରକାର । ବସ ମାଲିକ ସଂଘ ଏନେଇ ସରକାରଙ୍କୁ ନିବେଦନ କରିଥିଲେ । ଏହା ପରେ ଆଜି ପରିବହନ ଟିକସ ଛାଡ କରିଛନ୍ତି । ସମସ୍ତ ଶିକ୍ଷାନୁଷ୍ଠାନର ବସ ଉପରୁ ଟିକସ ଛାଡ଼ କରାଯାଇଛି ।

ଆହୁରି ପଢ଼ନ୍ତୁ: ମ୍ୟୁଲ୍ ଆକାଉଣ୍ଟରେ ଆସୁଛି ସାଇବର ଠକେଇ ଟଙ୍କା, ଓଡ଼ିଶାରୁ ଗୁଜରାଟ-ଆସାମ-କୋଲକାତା ଯାଏଁ ଲିଙ୍କ୍

15 Jul 2021 By The Sakala

ବସ ମାଲିକଙ୍କ ପାଇଁ ଖୁସି ଖବର, ତିନି ମାସର ଟିକସ ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ବସ ମାଲିକଙ୍କ ଦୁଃଖ ଶୁଣିଲେ ରାଜ୍ୟ ସରକାର । ରାଜ୍ୟର ସମସ୍ତ ବସ ଉପରୁ ତିନି ମାସର ଟିକସ ଛାଡ କଲେ ସରକାର । କରୋନା ସମୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିବାବେଳେ ମାଲିକମାନେ ଟିକସ ଦେବାରେ ଅସମର୍ଥ ନେଇ ସରକାରଙ୍କ ନିକଟରେ ଦାବି ରଖିଥିଲେ । ମହାମାରୀ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ବସ୍‌ ଉପରୁ ଛାଡ଼ ହୋଇଛି ୩ମାସର ପରିବହନ ଟିକସ।

କରୋନା ଦ୍ବିତୀୟ ଲହରରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ ପାଇଁ ବସ୍‌ ଚଳାଚଳରେ ସମସ୍ୟା ହେଉଥିଲା। ଫଳରେ କ୍ଷତି ସହିଥିଲେ ବସ ମାଲିକ । ତେଣୁ ଏପ୍ରିଲ, ମେ ଓ ଜୁନ ମାସ ଟିକସ ଛାଡ଼ କରିଛନ୍ତି ରାଜ୍ୟ ସରକାର । ବସ ମାଲିକ ସଂଘ ଏନେଇ ସରକାରଙ୍କୁ ନିବେଦନ କରିଥିଲେ । ଏହା ପରେ ଆଜି ପରିବହନ ଟିକସ ଛାଡ କରିଛନ୍ତି । ସମସ୍ତ ଶିକ୍ଷାନୁଷ୍ଠାନର ବସ ଉପରୁ ଟିକସ ଛାଡ଼ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର