ଭିଜିଲାନ୍ସ ଜାଲରେ ନୟାଗଡ଼ MVI ପଞ୍ଚାନନ ବେହେରା, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢାଉ

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ ( MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ୟ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ଖୋର୍ଦ୍ଧା […]

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ ( MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ୟ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲା ଗୋବିନ୍ଦପୁର ଓ ଭୁବନେଶ୍ୱର ପାଣ୍ଡରାରେ ଥିବା ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଏହି ଚଢାଉରେ ୬ଜଣ ଭିଜିଲାନ୍ସ ଡିଏସପି, ୩ଜଣ ଇନସପେକ୍ଟର, ୮ଜଣ ଏଏସଆଇ ଓ ଅନ୍ୟାନ କର୍ମଚାରୀ ଏହି ଚଢ଼ାଉ ସାମିଲ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଚିଲିକାରେ ଜାଲବାଡ଼ ଯୋଗୁଁ ଲଞ୍ଚ ଚଳାଚଳ ବାଧାପ୍ରାପ୍ତ

 

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର