ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା। ଏ ନେଇ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ  ଟ୍ବିଟ କରି ସୂଚନା ଦେଇଛନ୍ତି। I was tested asymptomatic Covid positive yesterday and now in home isolation. I request all those who have come in physical contact with me in last 3 days to get themselves tested.#nabadasjsg — Naba Kisore Das (@nabadasjsg) January 7, […]

ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା। ଏ ନେଇ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ  ଟ୍ବିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସୂଚନା ଅନୁଯାୟୀ, ସେ ଗତକାଲି କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ସେ ବର୍ତ୍ତମାନ ହୋମ ଆଇସୋଲେସନରେ ଅଛନ୍ତି। ଯେଉଁମାନେ ଗତ ୩ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ ଟ୍ବିଟ ମାଧ୍ଯମରେ କହିଛନ୍ତି।

07 Jan 2022 By The Sakala

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା। ଏ ନେଇ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ  ଟ୍ବିଟ କରି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ସେ ଗତକାଲି କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ସେ ବର୍ତ୍ତମାନ ହୋମ ଆଇସୋଲେସନରେ ଅଛନ୍ତି। ଯେଉଁମାନେ ଗତ ୩ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ ଟ୍ବିଟ ମାଧ୍ଯମରେ କହିଛନ୍ତି।

https://www.thesakala.in/latest-odisha-news/naba-kisore-das-covid-positive/article-8216
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର