ଫେରୁଛି କଟକଣା, ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

The Sakala Picture
Published On

ନବରଙ୍ଗପୁର: ମାଲକାନଗିରି ପରେ ନବରଙ୍ଗପୁର ଜିଲ୍ଲାରେ ଜାରି ହେଲା ନାଇଟ୍ କର୍ଫ୍ୟୁ । ଆସନ୍ତାକାଲିଠୁ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ । ରାତି ୮ଟାରୁ ଏହି ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇ ସକାଳ ୬ଟା ଯାଏଁ ବଳବତ୍ତର ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ପୁନର୍ବାର କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଥିବାରୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତିନେଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

24 Mar 2021 By The Sakala

ଫେରୁଛି କଟକଣା, ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

ନବରଙ୍ଗପୁର: ମାଲକାନଗିରି ପରେ ନବରଙ୍ଗପୁର ଜିଲ୍ଲାରେ ଜାରି ହେଲା ନାଇଟ୍ କର୍ଫ୍ୟୁ । ଆସନ୍ତାକାଲିଠୁ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ । ରାତି ୮ଟାରୁ ଏହି ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇ ସକାଳ ୬ଟା ଯାଏଁ ବଳବତ୍ତର ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ପୁନର୍ବାର କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଥିବାରୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତିନେଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର