ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

The Sakala Picture
Published On

ନବରଙ୍ଗପୁର: ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ । ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି।  ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ। ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା ଅଗ୍ନିଶମ ବାହିନୀ । ମେଡିକାଲରେ ମୃତ ଘୋଷଣା କରିଥିଲେ ଡାକ୍ତର।

About The Author

Google News
Join Us @ WhatsApp
Google News
Join Us @ WhatsApp

ରାଶିଫଳ