ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଯବାନଙ୍କ ଗୁଳିରେ ଜଣେ ନକ୍ସଲ ନିପାତ

The Sakala Picture
Published On

ନବରଙ୍ଗପୁର: ନବରଙ୍ଗପୁର ପୁଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନରେ ବଡ଼ ସଫଳତା ମିଳିଛି। ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

09 May 2024 By The Sakala

ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଯବାନଙ୍କ ଗୁଳିରେ ଜଣେ ନକ୍ସଲ ନିପାତ

ନବରଙ୍ଗପୁର: ନବରଙ୍ଗପୁର ପୁଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନରେ ବଡ଼ ସଫଳତା ମିଳିଛି। ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

https://www.thesakala.in/latest-odisha-news/nabarangpur-district-news/gunfight-between-police-and-naxalites-one-naxal-died/article-32018
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର