ଓଡ଼ିଶାରେ ରୁବେଲା ଭାଇରସ୍‌ : ନବରଙ୍ଗପୁରରେ ଦୁଇ ରୋଗୀ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। […]

ଭୁବନେଶ୍ବର : ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। 

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଅନ୍ୟପଟେ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ୨ ଶିଶୁ ରୁବେଲା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଗାଁରେ WHO ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚିଛି। ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ହୋଇଥିଲେ ଶିଶୁ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

08 May 2024 By The Sakala

ଓଡ଼ିଶାରେ ରୁବେଲା ଭାଇରସ୍‌ : ନବରଙ୍ଗପୁରରେ ଦୁଇ ରୋଗୀ ଚିହ୍ନଟ

ଭୁବନେଶ୍ବର : ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। 

ଅନ୍ୟପଟେ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ୨ ଶିଶୁ ରୁବେଲା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଗାଁରେ WHO ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚିଛି। ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ହୋଇଥିଲେ ଶିଶୁ।

https://www.thesakala.in/latest-odisha-news/nabarangpur-district-news/rubella-virus-in-odisha-two-patients-detected-in-nabarangpur/article-31994
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର